Road Accident: ଏମିତିବି ଆସେ ମୃତ୍ୟୁ । କେହି କିଛି ଭାବିବା ପୂର୍ବରୁ ଓଲଟ ପାଲଟ ହୋଇଗଲା ସବୁ କିଛି। କ୍ଷଣିକ ମଧ୍ୟରେ ଚୁନା ହୋଇଗଲା ସବୁ ସ୍ବପ୍ନ। ଭୟଙ୍କର ବସ୍ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୨ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି।