Home >>Odisha Politics

Rajya Sabha By Election: ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଜାଣନ୍ତୁ କେବେ ପଡିବ ଭୋଟ୍

Rajya Sabha By-Election: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ।  ଏ-ନେଇ ବିଧାନସଭାରେ ବିଜ୍ଞପ୍ତି ପ୍ରକାଶ ପ୍ରକାଶ ପାଇଛି । ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନ ପାଇଁ ହେବ ଉପନିର୍ବାଚନ। 

Advertisement
Rajya Sabha By Election: ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଜାଣନ୍ତୁ କେବେ ପଡିବ ଭୋଟ୍
Narmada Behera|Updated: Dec 03, 2024, 11:26 AM IST
Share
Rajya Sabha By-Election: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ।  ଏ-ନେଇ ବିଧାନସଭାରେ ବିଜ୍ଞପ୍ତି ପ୍ରକାଶ ପ୍ରକାଶ ପାଇଛି । ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନ ପାଇଁ ହେବ ଉପନିର୍ବାଚନ। ଡିସେମ୍ଵର ୧୦ ତାରିଖ ନାମାଙ୍କନର ଶେଷ ତାରିଖ ରହିଥିବା ବେଳେ ୧୧ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ପ୍ରକ୍ରିୟା ହେବ ବୋଲି ବିଜ୍ଞପ୍ତିରେ ପ୍ରକାଶ ପାଇଛି। ୧୩ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ। ଏହା ପରେ ୨୦ ତାରିଖରେ ଭୋଟ୍ ଗ୍ରହଣ ହେବ। ସେହିଦିନ ହିଁ ଫଳାଫଳ ପ୍ରକାଶ ପାଇବ। 
 
 
ସୂଚନାଯୋଗ୍ୟ, ବିଜେଡିର ପୂର୍ବତନ ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେବା ପରେ ଗୋଟିଏ ଆସନ ଖାଲିପଡ଼ିଛି।  ତେବେ, ଏହି ଦିନ ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବେ। ଓଡ଼ିଶା ,ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ ଓ ହରିୟାଣାରେ ରାଜ୍ୟସଭା ଆସନ ଖାଲି ରହିଛି। ବିଜେଡି ନେତା ସୁଜିତ କୁମାର ଇସ୍ତଫା ଦେବା ପରେ ବିଜେଡି ନେତା ମମତା ମହନ୍ତ ମଧ୍ୟ ରାଜ୍ୟସଭାରୁ ଇସ୍ତଫା ଦେଇଥିଲେ । ପରେ ସେ ବିଜେପିରେ ଯୋଗ ଦେଇଥିଲେ।
 
 
 
Read More
{}{}