Hindi News >>Home >>Odisha State

Cabinet Meeting: ଆଜି କ୍ୟାବିନେଟ ବୈଠକ

Cabinet Meeting:ଆଜି ରାଜ୍ୟ କ୍ୟାବିନେଟ୍ ର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଅପରାହ୍ନ ୫ଟା ବେଳେ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୌଠକ ଅନୁଷ୍ଠିତ ହେବ ବୋଲି ଜଣାପଡିଛି। 

Advertisement
Cabinet Meeting: ଆଜି କ୍ୟାବିନେଟ ବୈଠକ
Narmada Behera|Updated: Sep 28, 2024, 06:52 AM IST
Share
 
Cabinet Meeting:ଆଜି ରାଜ୍ୟ କ୍ୟାବିନେଟ୍ ର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଅପରାହ୍ନ ୫ଟା ବେଳେ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୌଠକ ଅନୁଷ୍ଠିତ ହେବ ବୋଲି ଜଣାପଡିଛି।  ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ବାଜିପାରେ। ସାଧାରଣ ବଣ୍ଟନ ସମ୍ପର୍କିତ ସଂଶୋଧନ ପ୍ରସ୍ତାବ ସହ ଆଇନ୍ ବିଭାଗର ୨ଟି ପ୍ରସ୍ତାବ କ୍ୟାବିନେଟ୍ ରେ ଆସିପାରେ। 
Read More
{}{}