PHOTOS

ଏହି ସ୍ଥାନରେ ହେବ ସୁଭଦ୍ରା ଏନ୍‌ରୋଲ୍‌ମେଣ୍ଟ ଚେକ୍‌ - ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।

Share
Advertisement
1/7

୧ ଲକ୍ଷ ୮୮ ହଜାର ବଞ୍ଚିତ ହିତାଧିକାରୀଙ୍କ ପାଇଁ ପର୍ଯ୍ୟାୟ କ୍ରମେ ବ୍ୟବସ୍ଥା କରାଯିବ ।

2/7

ଯୋଗ୍ୟ ବିବେଚିତ ହେଲେ ଅଗଷ୍ଟ ୯ ତାରିଖରେ ସୁଭଦ୍ରା କିସ୍ତି ପ୍ରଦାନ କରାଯିବ ।

3/7

ବଳକା ହିତାଧିକାରୀ ଯୋଗ୍ୟ ବିବେଚିତ ହେଲେ ସେମାନଙ୍କୁ ମାର୍ଚ୍ଚ ୮ରେ ସମସ୍ତ କିସ୍ତିର ଅର୍ଥ ଦିଆଯିବ ।

4/7

ଜିରୋ ଇନକମ୍ ଟ୍ୟାକ୍ସ ଦେଉଥିବେ ଏବଂ ୨.୫ ଲକ୍ଷରୁ ଊର୍ଦ୍ଧ୍ବ ରୋଜଗାର ଥିଲେ ସୁଭଦ୍ରା ଟଙ୍କା ମିଳିବନାହିଁ

5/7

କୋଟିଆରେ ମଧ୍ୟ ଘରେ ଘରେ ସୁଭଦ୍ରା ଟଙ୍କା ପହଞ୍ଚିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।

6/7

ତେବେ ଏହା ପୂର୍ବରୁ କୋଟିଆରେ ପହଞ୍ଚି ସୁଭଦ୍ରା ଏନ୍‌ରୋଲ୍‌ମେଣ୍ଟ ଚେକ୍‌ କରାଯିବ

7/7

ଅଗଷ୍ଟ ୯ରେ ୧ କୋଟି ୨ ଲକ୍ଷ ୪୦ ହଜାର ଲୋକଙ୍କୁ ସୁଭଦ୍ରା କିସ୍ତି ମିଳିବ ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି ! 





Read More