Odisha News: ସମ୍ବଲପୁର ଜିଲ୍ଲା ସଦର ଥାନା ଅନ୍ତର୍ଗତ ମାନେଶ୍ଵର ଗାଁର ହାଟପଦା ଠାରେ ଏକ ଘର ଭିତରେ ନିଆଁ ଲାଗିଯିବାରୁ ମାଆ ଓ ଝିଅ ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଘଟଣାସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହା ସହ ଘଟଣା ସ୍ଥଳରେ ପହଞ୍ଚିଛି ସାଇଣ୍ଟିଫିକ ଟିମ ।