Odisha Weather: ବଢିବ ତାପମାତ୍ରା । କମିବ ଶୀତ । ଆସନ୍ତା ୨ ଦିନ ମଧ୍ୟରେ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ହାଲୁକା ଶୀତ ସହ କଲବଲ କରିବ ଘନକୁହୁଡି । ୧୩ ତାରିଖ ପର୍ଯ୍ୟନ୍ତ ଘନକୁହୁଡି ନେଇ ଜାରି କରାଯାଇଛି ୟେଲୋ ଆଲର୍ଟ।
More Videos
More Videos
More Videos
More Videos
More Videos