Videos

Odisha Weather: ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା...୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Odisha Weather: ଜୁଲାଇ ୧୨ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ନୂଆପଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, ବଲାଙ୍ଗୀର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ବାଲେଶ୍ବର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

Video Thumbnail
Share
Advertisement
Read More