Videos

Weather Report: କମିବ ତାପମାତ୍ରା, ୧୮ ତାରିଖ ଯାଏ କାଳବୈଶାଖୀର ପ୍ରଭାବ

Weather Report: କାଳବୈଶାଖୀ ପ୍ରଭାବରେ ବର୍ଷା ଆଣିଛି ତାତିରୁ ଆଶ୍ବସ୍ତି । ରାଜ୍ୟର ବିଭିନ୍ନ ସ୍ଥାନରେ ହ୍ରାସ ପାଇଛି ଦିନ ତାପମାତ୍ରା । ଆଜି ଭୁବନେଶ୍ୱରରେ ମଧ୍ୟ କାଳ ବୈଶାଖୀ ସାଙ୍ଗକୁ କୁଆପଥର ବର୍ଷା ହୋଇଛି । ଅଧିକାଂଶ ସ୍ଥାନର କାଳବୈଶାଖୀ ବର୍ଷା ଦ୍ବାରା ତାପମାତ୍ରା ୩ରୁ ୫ ଡିଗ୍ରୀ ହ୍ରାସ ପାଇଛି। ଆଗାମୀ ୩ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନର ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟାରେ ଉତ୍ତର-ଉପକୂଳ ଓଡ଼ିଶାର ୭ ଜିଲ୍ଲା ସମେତ ଅନ୍ୟ ଜିଲ୍ଲାମାନଙ୍କର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ।

Video Thumbnail
Share
Advertisement

More Videos

More Videos

More Videos

More Videos

More Videos

Read More