Videos

Odisha Weather Report: ପୁଣି ଯୋଡ଼ା ଲଘୁଚାପ ! କାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

Odisha Weather Report: ପୁଣି ଯୋଡ଼ା ଲଘୁଚାପ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଓ ତା’ର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସେହିପରି ୧୭ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାଶ୍ବବର୍ତ୍ତୀ ପଶ୍ଚିମ ଏବଂ ଓଡ଼ିଶା ଉପକୂଳରେ ଆଉଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

Video Thumbnail
Share
Advertisement

More Videos

More Videos

More Videos

More Videos

More Videos

Read More