Videos

Weather Report: ଜୁଲାଇ ୧୯ ଯାଏଁ ପ୍ରବଳ ବର୍ଷା, ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

Weather Report: ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛ ଯେ, ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଧୀରେଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି। ମୟୂରଭଞ୍ଜ, କେଉଁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତ ହେବାର ସମ୍ଭାବନା ରହିଛି।

Video Thumbnail
Share
Advertisement
Read More