Videos

Weather Report: ପୁଣି ଲଘୁଚାପ; ୧୮ରୁ ୨୦ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

Weather Update: ରାଜ୍ୟରେ ଏବେ ଜାରି ରହିଛି ଗରମ ଓ ଗୁଳୁଗୁଳି। ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପଶ୍ଚିମ ଓ ଦକ୍ଷିଣ ପୂର୍ବ ଦିଗରେ ଗତି କରିବ। ଆଜି ସୁଧା ଏହା ସ୍ପଷ୍ଟ ଚିହ୍ନିତ ଲଘୁଚାପ (ଓ୍ବେଲ୍- ମାର୍କଡ୍) ରେ ପରିଣତ ହେବ। ସେହିଭଳି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। କିନ୍ତୁ ଓଡିଶାରେ ଏହାର ପ୍ରଭାବ ରହିବନି। ୧୮ରୁ ୨୦ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Video Thumbnail
Share
Advertisement
Read More