Weather Report: ବର୍ଷା ଆଣିପାରେ ଆଶ୍ବସ୍ତି । ୧୮ ତାରିଖ ପର୍ଯ୍ୟନ୍ତ ଓଡିଶାର ବିଭିନ୍ନ ଜିଲା ଗୁଡିକରେ ବିଜୁଳି ଘଡ଼ଘଡ଼ି ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ସମୁଦ୍ର ପତନ ଠାରୁ ୯ କିଲୋମିଟର ଉଚ୍ଚରେ ଏକ ଟ୍ରପ ଲାଇନ ରହିଥିବାରୁ ଏହାର ପ୍ରଭାବରେ ବର୍ଷା ହେବ ବୋଲି ସୂଚନା ଦେଇଛି ପାଣିପାକ କେନ୍ଦ୍ର । ଏହାସହ ୪ ଦିନ ଯାଏଁ କାଳବୈଶାଖୀ ପ୍ରଭାବ ରହିବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, ମୟୁରଭଞ୍ଜ ଓ କେନ୍ଦୁଝର ଏହି ୧୨ ଜିଲ୍ଲାକୁକୁ ଉଷ୍ମ ଓ ଆଦ୍ର ସ୍ଥିତି ପାଇଁ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ ।
More Videos
More Videos
More Videos
More Videos
More Videos