Weather Report: କାଲି ପର୍ଯ୍ୟନ୍ତ ରାଜ୍ୟରେ ଅନୁଭୂତ ହେବ ଘନକୁହୁଡି । ଆଭ୍ୟନ୍ତରୀଣ ଓଡ଼ିଶାରେ ଘନ କୁହୁଡି ପ୍ରବାହିତ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏନେଇ ୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା, ନୟାଗଡ, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୫୦ ମିଟର ତଳକୁ ଖସିଆସିବ ଦୃଶ୍ୟମାନ କ୍ଷମତା । କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ରହିବ ବୋଲି ଚେତାଇ ଦେଇଛି ପାଣିପାଗ କେନ୍ଦ୍ର ।
More Videos
More Videos
More Videos
More Videos
More Videos