Videos

Weather Report: ଲୋକଙ୍କୁ ମିଳିବ ତ୍ରାହି, ୧୯ ରୁ ୨୨ ରାଜ୍ୟରେ ତାଣ୍ଡବ ରଚିବ କାଳବୈଶାଖୀ

Odisha Weather: ଓଡିଶା ଉପକୂଳସ୍ଥ ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟକୁ ପ୍ରବେଶ କରିବାକୁ ଥିବା ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ , ଉତ୍ତପ୍ତ ବାୟୁମଣ୍ଡଳ ତଥା ବାୟୁମଣ୍ଡଳର ଉପରି ଭାଗରେ ସମ୍ଭାବ୍ୟ ନିମ୍ନ ଚାପ ରେଖା ସଂସ୍ପର୍ଶରେ ଆସି କାଳବୈଶାଖୀ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆସନ୍ତା ୧୯ ରୁ ୨୨ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀର ପ୍ରଭାବ ଯଥେଷ୍ଟ ଅଧିକ ରହିବ । ବାୟୁମଣ୍ଡଳର ଉପରି ଭାଗରେ ଏକ ନିମ୍ନ ଚାପରେଖା ସୃଷ୍ଟି ହେବାର ସମ୍ଭାବନା ଥିବାବେଳେ , ବଙ୍ଗୋପସାଗରରେ ଏକ ଗୁରୁଚାପ ବଳୟ ଓଡିଶା ଉପକୂଳସ୍ଥ ହେବା ସହ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଯଥେଷ୍ଟ ମାତ୍ରାରେ ରାଜ୍ୟ ମଧ୍ୟକୁ ପ୍ରବେଶ କରିବାର ସମ୍ଭାବନା ରହିଛି ।

Video Thumbnail
Share
Advertisement
Read More