Weather Report: ହଠାତ୍ ବଦଳିଲା ପାଗର ମିଜାଜ୍ । ଟ୍ବନସିଟି ଆକାଶକୁ ଢାଙ୍କିଲା କଳାହାଣ୍ଡିଆ ମେଘ । କାଳବୈଶାଖୀ ପ୍ରଭାବରେ ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହୋଇଛି । ବଡ ବଡ ଗଛ ଉପୁଡିପଡିଥିବା ଦେଖିବାକୁ ମିଳିଛି । ପ୍ରବଳ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ସତର୍କ କରାଇଛି ପାଣିପାଗ କେନ୍ଦ୍ର । ଖୋର୍ଦ୍ଧା, କଟକ ଓ ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା ସହ ୪୦ ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ଆଗାମୀ ୪ ଦିନ ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ ।
More Videos
More Videos
More Videos
More Videos
More Videos