Odisha Weather Report: ଯୋଡ଼ା ଲଘୁଚାପର ପ୍ରଭାବ। ରାଜ୍ୟରେ ଜାରି ରହିଛି ବର୍ଷା । ଆଜିଠାରୁ ବର୍ଷା ପରିମାଣ ବଢ଼ିପାରେ । ୯ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ପାଣିପାଗ ବିଭାଗ ଏନେଇ ପୂର୍ବାନୁମାନ କରିଛି । ୨୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ଆଜି ମୟୂରଭଞ୍ଜ ଓ କେନ୍ଦୁଝରରେ ଭୀଷଣ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ କରାଯାଇଛି । ଉଭୟ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି
More Videos
More Videos
More Videos
More Videos
More Videos