Videos

Odisha News: ପାଇପ ଲାଇନ୍ ବିଛାଇବା ବେଳେ ମାଟି ଅତଡ଼ା ଖସି ଚାଲିଗଲା ୨ ଶ୍ରମିକଙ୍କ ଜୀବନ, ଦେଖନ୍ତୁ ଏହି ଭିଡିଓ..

Odisha News: କେନ୍ଦୁଝର ଯୋଡ଼ାରେ ଅଘଟଣ । ମାଟି ଅତଡ଼ା ଧସି ୨ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବାବେଳେ, ସୌଭାଗ୍ୟ ବଶତଃ ଜଣେ ଶ୍ରମିକ ମୃତ୍ୟୁ ମୁଖରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି । ଅଣ୍ଡର ଗ୍ରାଉଣ୍ଡ ଡ୍ରେନେଜ୍ ପାଇଁ ଡିଆଇ ପାଇପ ଲାଇନ୍ ବିଛାଇବା କାମ ଚାଲୁଥିଲା ବେଳେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ମୃତକ ଦୁଇ ଜଣ ହେଲେ ଯୋଡ଼ା ତଲକ ହଟିଙ୍ଗ ଅଞ୍ଚଳର ଚରଣ ଲୋହାର ଓ ଅର୍ଜୁନ ଲୋହାର ।

Video Thumbnail
Share
Advertisement
Read More