Weather Report: ୨୧ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
More Videos
More Videos
More Videos
More Videos
More Videos