Odisha Weather: ଏକା ସାଙ୍ଗରେ ଆସୁଛି ଦୁଇଟି ଲଘୁଚାପ । ମେ ଶେଷ ସପ୍ତାହରେ ବଙ୍ଗୋପସାଗର ଏବଂ ଆରବସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା । ମେ ୨୧ ତାରିଖ ଅର୍ଥାତ ଆସନ୍ତାକାଲି ଆରବସାଗରର କର୍ଣ୍ଣାଟକ ଉପକୂଳରେ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ମେ ୨୨ ବେଳକୁ ଏହା ଲଘୁଚାପର ରୂପ ନେବ । ଏହି ଲଘୁଚାପ ଅଧିକ ଘନୀଭୂତ ହେଇ ଉତ୍ତରକୁ ଗତି କରିପାରେ । ଏହା ବାତ୍ୟାର ରୂପ ନେବା ସମ୍ଭାବନା ରହିଛି ।
More Videos
More Videos
More Videos
More Videos
More Videos