Videos

Weather Report: କାଲିଠୁ ରାଜ୍ୟରେ ହେବ ପ୍ରବଳ ବର୍ଷା, ଆସନ୍ତାକାଲି କଟକ ଓ ନୟାଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

Odisha Weather: ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ତାରିଖରୁ ବର୍ଷାର ପରିମାଣ ବଢ଼ିବ। ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ୨୧ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Video Thumbnail
Share
Advertisement

More Videos

More Videos

More Videos

More Videos

More Videos

Read More