Videos

Weather Report: ଆସନ୍ତା ୨୫ ତାରିଖରୁ ରାଜ୍ୟରେ ଭାରି ବର୍ଷା ବା ଅତ୍ୟନ୍ତ ପ୍ରବଳ ବର୍ଷା ଆକଳନ

Weather Report: ଆସନ୍ତା ୨୫ ତାରିଖରୁ ରାଜ୍ୟରେ ଭାରି ବର୍ଷା ବା ଅତ୍ୟନ୍ତ ପ୍ରବଳ ବର୍ଷା ଆକଳନ । ଜୁନ ୨୨ ଅର୍ଥାତ୍ ଆଜିଠୁ ୨୬ ଜୁନ୍ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୨୫ ଜୁନ୍ ପାଖାପାଖି ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ଉପର ବାୟୁମଣ୍ଡଳ ସ୍ତରୀୟ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି ।ଯାହାର ପ୍ରଭାବରେ ଆସନ୍ତା ୨୫ ତାରିଖରୁ ରାଜ୍ୟରେ ଭାରି ବର୍ଷା ବା ଅତ୍ୟନ୍ତ ପ୍ରବଳ ବର୍ଷା ର ସମ୍ଭାବନା ରହିଥିବା ଆକଳନ କରାଯାଇଛି।

Video Thumbnail
Share
Advertisement

More Videos

More Videos

More Videos

More Videos

More Videos

Read More