Videos

Weather Report: ୨୫ ଓ ୨୬ ଜୁନ ପାଇଁ ଉତ୍ତର ଉପକୂଳ ଓଡ଼ିଶାର ଅନେକ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

Weather Report: ସାରା ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଜାରି ହେଲା ୟେଲୋ ୱାର୍ଣ୍ଣିଂ। ଏଥିସହ ଏକ ଟ୍ରପ୍‌ ଲାଇନ୍ ଦକ୍ଷିଣ ଉତ୍ତର ପ୍ରଦେଶ ଏବଂ ପଡ଼ୋଶୀ, ଝାଡ଼ଖଣ୍ଡ, ଉତ୍ତର ଗାଙ୍ଗେୟ ପଶ୍ଚିମବଙ୍ଗର କେନ୍ଦ୍ରୀୟ ଅଂଶ ଉପରେ ନିମ୍ନ ଚାପ କ୍ଷେତ୍ର ସହିତ ଘୂର୍ଣ୍ଣିବଳୟ ପରିସର ଉଚ୍ଚତା ସହିତ ଦକ୍ଷିଣ ଆଡକୁ ଢଳିଛି।୨୫ ଜୁନ୍ ପାଖାପାଖି ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଆଖପାଖ ଅଞ୍ଚଳ ଉପରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।ଯାହାର ପ୍ରଭାବରେ ୨୫ ରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ।

Video Thumbnail
Share
Advertisement

More Videos

More Videos

More Videos

More Videos

More Videos

Read More