Videos

Weather Report: ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା, ଭାସିଲା ଭୁବନେଶ୍ୱର କଟକ

ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ସୁଦ୍ଧା ଲଘୁଚାପ ସମ୍ଭାବନା। ଏଥି ସହିତ ଆସନ୍ତାକାଲିଠାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଫେରୁଥିବାବେଳେ ମୌସୁମୀ ଟ୍ରପଲାଇନର ପ୍ରଭାବ ରହୁଛି । ଏହାର ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଉପକୂଳ, ଉତ୍ତର ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାର ୨୧ଟି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ।

Video Thumbnail
Share
Advertisement

More Videos

More Videos

More Videos

More Videos

More Videos

Read More