Videos

Weather Report: ଆଜି ୨୯ ଜିଲ୍ଲାରେ ହେବ ପ୍ରବଳ ବର୍ଷା, ପାଣିପାଗ ବିଭାଗ ଜାରି କଲା ୟେଲୋ ୱାର୍ଣ୍ଣିଂ

Odisha Weather Report: ଜୁନ୍ ୨୫ ତାରିଖ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଭଳି ଜିଲ୍ଲା ଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ଓ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Video Thumbnail
Share
Advertisement

More Videos

More Videos

More Videos

More Videos

More Videos

Read More