Odisha Weather: ଦେଶରେ ମୌସୁମୀର ଆଗମନ ହୋଇସାରିଛି । ଯାହା ଫଳରେ ଅନେକ ରାଜ୍ୟରେ ଏବେ ବର୍ଷା ଜାରି ରହିଛି। ଏଥିରୁ ଓଡ଼ିଶା ମଧ୍ୟ ବାଦ୍ ପଡ଼ିନାହିଁ। ରାଜ୍ୟରେ ବିଗତ କିଛି ଦିନ ହେଲା କାଳବୈଶାଖୀ ସହିତ ବର୍ଷା ଜାରି ରହିଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ରାଜ୍ୟରେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ଅଧିକାଂଶ ସ୍ଥାନରେ ବର୍ଷା ସହିତ ଝଟ୍କା ପବନ ବହିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।
More Videos
More Videos
More Videos
More Videos
More Videos