Videos

Weather Report: କଲବଲ କରିବ କୁହୁଡି, ୧୫ ଜିଲ୍ଲାକୁ ସତର୍କ ସୂଚନା ଜାରି

Weather Report: କଲବଲ କରିବ କୁହୁଡ଼ି। ବୃଦ୍ଧି ପାଇବ ତାପମାତ୍ରା। କିଛି ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଗାମୀ ୩୧ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ କୁହୁଡିର ମାତ୍ରା ବୃଦ୍ଧି ହେବା ନେଇ ପାଣିପାଗ ବିଭାଗ ଆଶଙ୍କା ପ୍ରକାଶ କରିଛି। ଏପରିକି ଦିନରେ ତାପମାତ୍ରା ୨୩ ଡିଗ୍ରୀ ପର୍ଯ୍ୟନ୍ତ ପହଞ୍ଚିପାରେ ବୋଲି ମଧ୍ୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥିପାଇଁ ୧୫ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି।

Video Thumbnail
Share
Advertisement
Read More