Videos

Weather Report: ଆସନ୍ତାକାଲି ବି ପ୍ରବଳ ବର୍ଷିବ, ରାଜ୍ୟର ୨୦ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ବିଭାଗ

Weather Report: ଆସନ୍ତାକାଲି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବଜ୍ରପାତ ସହ ବର୍ଷା ହୋଇପ‌ାରେ। ଏଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହାପରେ ରାଜ୍ୟରେ ମୌସୁମୀଜନିତ ହାଲ୍‌କା ବର୍ଷା ଜାରି ରହିପାରେ।

Video Thumbnail
Share
Advertisement
Read More