Odisha Weather Report: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ସେପଟେ ମୌସୁମୀ ପ୍ରଭାବରେ ରାଜ୍ୟର ଅନେକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଦେଖିବାକୁ ମିଳିଛି। ଶୁକ୍ରବାର ୩୦ ତାରିଖରେ ୧୯ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି ହୋଇଥିବା ବେଳେ ୧୧ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ୧୧ ଜିଲ୍ଲା ହେଉଛି କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ବାଲେଶ୍ୱର, ମୟୂରଭଞ୍ଜ।
More Videos
More Videos
More Videos
More Videos
More Videos