ଆସନ୍ତାକାଲିଠୁ ବର୍ଷାର ପରିମାଣ କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ଥିବାରୁ ସମୁଦ୍ର ଅଶାନ୍ତ ରହିଛି । ଫଳରେ ଆଗାମୀ ତିନି ଦିନ ଲାଗି ସମୁଦ୍ରକୁ ନଯିବା ଲାଗି ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଆଜି ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
More Videos
More Videos
More Videos
More Videos
More Videos