Videos

Weather Report: ରାଜ୍ୟରେ ଉପରମୁହାଁ ପାରଦ, ପାରା ଟପିଲାଣି ୩୫ ଡିଗ୍ରୀ

Weather Report: ରାଜ୍ୟରେ ଉପରମୁହାଁ ପାରଦ । ଆଭ୍ୟନ୍ତରୀଣ ଓଡ଼ିଶାରେ ୩୫ ଡିଗ୍ରୀ ପାର କଲା ଦିନର ତାତି । ସର୍ବାଧିକ ତାପମାତ୍ରା ଛୁଇଁପାରେ ୩୮ଡିଗ୍ରୀ । ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ତାତି ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ମେଘମୁକ୍ତ ଆକାଶ ସହ ଖରାପାଇଁ ତାତି ବୃଦ୍ଧି ପାଉଛି। ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ତାତି ବୃଦ୍ଧି ପାଇଁ ୟେଲୋ ମାର୍କ ଦିଆଯାଇଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଆହୁରି ତାତି ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ବିଶେଷ କରି ଝାରସୁଗୁଡା, ସମ୍ବଲପୁର, ବରଗଡ, ବଲାଙ୍ଗିର,କଳାହାଣ୍ଡି, ଗଜପତି, ନୂଆପଡା, ଅନୁଗୁଳରେ ତାପମାତ୍ରା ଅହେତୁକ ଭାବରେ ବୃଦ୍ଧି ପାଇବ।

Video Thumbnail
Share
Advertisement
Read More