Videos

VK Pandian: ମେଣ୍ଟ ଚର୍ଚ୍ଚା ପରେ ପରେ ପୁରୀରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍

ପୁରୀରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍। ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ସାନିଧ୍ୟ ଲାଭ କରିଛନ୍ତି। ତେବେ ପ୍ରତି ଶନିବାର ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସିଥାନ୍ତି ଭି. କେ ପାଣ୍ଡିଆନ। ହେଲେ କିଛି ବିଶେଷ ଥିଲେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିବା ପୂର୍ବରୁ ନଜିର ରହିଛି। ତେବେ ମେଣ୍ଟକୁ ନେଇ ଚର୍ଚ୍ଚା ହେଉଥିବା ବେଳେ ଆଜିର ଦର୍ଶନ ନିଶ୍ଚିତ ଓଡିଶା ପାଇଁ ଏକ ଖୁସିର ମୁହୂର୍ତ୍ତ ହେବାକୁ ଯାଉଛି ବୋଲି ଚର୍ଚ୍ଚା ହେଉଛି। ତେବେ ଶ୍ରୀମନ୍ଦିର ଭିତରେ ବିଭିନ୍ନ ନିଯୋଗର ସେବାୟତ ପ୍ରତିନିଧି, ପରିଚାଳନା କମିଟି ସଦସ୍ୟଙ୍କ ସହ ଆଲୋଚନା କରିଥିଲେ।

Video Thumbnail
Share
Advertisement
Read More