Videos

Odisha Weather: ଝଡ଼ ତୋଫାନ ସହ ପ୍ରବଳ ବର୍ଷା କରିବ କଲବଲ, ରାଜ୍ୟର ୧୧ଟି ଜିଲ୍ଲାକୁ ସତର୍କତା ଜାରି

Odisha Weather: ରାଜ୍ୟର ୧୧ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନୟାଗଡ଼, ଢେଙ୍କାନାଳ, ନବରଙ୍ଗପୁର, ନୂଆପଡ଼ା, ସୋନପୁର, ବରଗଡ଼ ଏବଂ ସମ୍ବଲପୁର । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

Video Thumbnail
Share
Advertisement

More Videos

More Videos

More Videos

More Videos

More Videos

Read More