Videos

Weather Report: ଆଗାମୀ ୩ ରୁ ୪ ଦିନ ପାଇଁ ବିଭିନ୍ନ ସ୍ଥାନ ମାନଙ୍କରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା

Weather Report: ବିଜୁଳି ଘଡ଼ଘଡ଼ି ସହିତ ବଜ୍ରପାତ ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭଗ । ଆଜି ପାଇଁ ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବିଜୁଳି ଘଡ଼ଘଡ଼ି ସହିତ ଝଟକା ପବନ ବୋହିବ । ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ୮ ତାରିଖ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହିତ ଆଗାମୀ ୩ ରୁ ୪ ଦିନ ପାଇଁ ବିଭିନ୍ନ ସ୍ଥାନ ମାନଙ୍କରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ନେଇ ଏଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

Video Thumbnail
Share
Advertisement

More Videos

More Videos

More Videos

More Videos

More Videos

Read More