Weather Report: ମାର୍ଚ୍ଚ ୯ ତାରିଖ ଠାରୁ ତାପମାତ୍ରା ୩ ରୁ ୪ ଡିଗ୍ରି ସେଲସିୟସ୍ ବୃଦ୍ଧି ପାଇବାର ସମ୍ଭାବନା ରହିଛି ବୋଲି ଆଇଏମଡି ପୂର୍ବାନୁମାନ କରିଛି। ପାଣିପାଗ ବିଶେଷଜ୍ଞମାନେ ଏହା ମଧ୍ୟ ସତର୍କ କରାଇ ଦେଇଛନ୍ତି ଯେ, ଆଗାମୀ ୨ ସପ୍ତାହ ମଧ୍ୟରେ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଆଗାମୀ ଦିନରେ କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରି ସେଲସିୟସ ଛୁଇଁବ ବୋଲି ମଧ୍ୟ ଆଇଏମଡିର ଆଞ୍ଚଳିକ କେନ୍ଦ୍ର ପୂର୍ବାନୁମାନ କରିଛି।
More Videos
More Videos
More Videos
More Videos
More Videos