Videos

Weather Report: ୬ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କଲେ ସ୍ୱତନ୍ତ୍ର ରିଲିଫ୍ କମିସନର

Weather Report: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଆଗାମୀ ୪-୫ ଦିନ ମଧ୍ୟରେ ସାରା ଓଡ଼ିଶାରେ ତାପମାତ୍ରା ଧୀରେ ଧୀରେ ୩-୫ ଡିଗ୍ରି ସେଲସିୟସ୍ ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା ଅନ୍ତର୍ଗତ ସ୍ୱତନ୍ତ୍ର ରିଲିଫ୍ କମିସନର (ଏସଆର୍‌ସି) ଜିଲ୍ଲାପାଳମାନଙ୍କୁ ସତର୍କ ସୂଚନା ଜାରି କରିଛନ୍ତି।

Video Thumbnail
Share
Advertisement
Read More