Hansita and Anil: ଅନୀଲ ମହାନ୍ତି ଓ ହଂସିତା ଅଭିଲିପ୍ସାଙ୍କ ଦିନିକିଆ ରିମାଣ୍ଡ ଶେଷ ପରେ ଦୁହିଁଙ୍କୁ କୋର୍ଟରେ ହାଜର କରାଯିବ । ଦିନିକିଆ ରିମାଣ୍ଡରେ ନେଇ ଜେରା କରିଛି ସ୍ପେଶାଲ କ୍ରାଇମ୍ ୟୁନିଟ୍ । ଦୁହିଁଙ୍କ ଟଙ୍କାର ଉତ୍ସ ନେଇ କରିଛି ଖୋଳତାଡ଼ । ନଗଦ ଟଙ୍କା ଦେଇ ଦାମୀ ଗାଡ଼ି କିଣିବା କେମିତି ସମ୍ଭବ ହେଲା ଜେରା କରୁଛି ପୋଲିସ । ସେପଟେ ଅନିଲ୍ ଓ ହଂସିତାଙ୍କ ଜନ୍ମଦିନ ସେଲିବ୍ରେସନର ଭିଡିଓ ଏବେ ବେଶ୍ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ପାଖାପାଖି ୫୦ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିବା ଚର୍ଚ୍ଚା ହୋଇଛି।
More Videos
More Videos
More Videos
More Videos
More Videos