Naveen Patnaik:ବିଜୁ ଜନତା ଦଳ (ବିଜେଡି) ବୁଧବାର ଦିନ ଓଡି଼ଶାରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ନିଜର ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀଙ୍କ ନାମ ମୁଖ୍ୟମନ୍ତ୍ରୀ ତଥା ବିଜେଡି ମୁଖ୍ୟ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏଥିରେ ୭୨ଟି ବିଧାନସଭା ଆସନ ଏବଂ ୯ ଲୋକସଭା ଆସନ ଲାଗି ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି। ଏକ ଭିଡିଓ ବାର୍ତ୍ତାରେ ଶ୍ରୀ ପଟ୍ଟନାୟକ ଏହି ସୂଚନା ଗଣମାଧ୍ୟମକୁ ପ୍ରଦାନ କରିଛନ୍ତି।
More Videos
More Videos
More Videos
More Videos
More Videos