ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଆଉ ଏହାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ।ତେବେ ସ୍ୱାସ୍ଥ୍ୟ ବୀମା ରାଶି ପରିମାଣ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି ଗୁରୁତର ରୋଗ କ୍ଷେତ୍ରରେ ଅତିରିକ୍ତ ୫ ଲକ୍ଷ ଟଙ୍କା।ଆଉ ସେବାୟତ ପରିବାରର ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ ପ୍ରବେଶିକା ପରୀକ୍ଷା ପାଇଁ କୋଚିଂ ବ୍ୟବସ୍ଥା,ପ୍ରତିଥର ପାଇଁ ୫୦ ହଜାର ଟଙ୍କା ସହାୟତା,ସର୍ବାଧିକ ତିନି ଥର ପାଇଁ ଦିଆଯିବ।
More Videos
More Videos
More Videos
More Videos
More Videos