Videos

Mangal Alati: ମହାପ୍ରଭୁଙ୍କ ଦିବ୍ୟଆଳତି ରୁ ଆରମ୍ଭ କରନ୍ତୁ ଆପଣଙ୍କ ଦିନଚର୍ଯ୍ୟା, କୁହନ୍ତୁ 'ଜୟ ଜଗନ୍ନାଥ'

Mangal Alati of Sri Jagannath: କୋଟି ଓଡିଆଙ୍କ ମଉଡ ମଣି ଜଗତର ନାଥ ଜଗନ୍ନାଥ ଶ୍ରୀ ଜଗନ୍ନାଥ । ପ୍ରତ୍ୟେକ ଦିନ ପରି ଆଜି ମଧ୍ୟ ସେବାୟତଙ୍କ ଦ୍ବାରା ଭୋର ସମୟରେ ଶ୍ରୀମନ୍ଦିର ଦ୍ୱାର ଫିଟା ନୀତି ସମ୍ପର୍ଣ୍ଣ ହୋଇଛି। ଏବଂ ପରେ, ପତିତପାବନଙ୍କ ନିକଟରେ କରାଯାଏ ମଙ୍ଗଳ ଆଳତୀ ମଧ୍ୟ ହୋଇଛି। ସକାଳୁ ସକାଳୁ ମହାପ୍ରଭୁଙ୍କ ମଙ୍ଗଳାଳତୀ ଦର୍ଶନ କରି ଭକ୍ତମାନେ ସାନିଧ୍ୟ ଲାଭ କରିଛନ୍ତି। ତେବେ ମହାପ୍ରଭୁଙ୍କ ମଙ୍ଗଳାଳତୀ ଦର୍ଶନ କରି ଦିନଚର୍ଯ୍ଯା ଆରମ୍ଭ କଲେ ପୁଣ୍ୟଫଳ ପ୍ରାପ୍ତ ହୋଇଥାଏ ବୋଲି ବିଶ୍ୱାସ ରହିଛି ।

Video Thumbnail
Share
Advertisement

More Videos

More Videos

More Videos

More Videos

More Videos

Read More