Videos

Prafulla Samal: ବିଜେଡିର ପୂର୍ବତନ ମନ୍ତ୍ରୀ ତଥା ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ED ରେଡ୍

ଜମି କାରବାରରେ ଦୁର୍ନୀତି ହୋଇଥିବା ଅଭିଯୋଗରେ ଆଜି ଭଦ୍ରକ ଭଣ୍ଡାରିପୋଖରୀ ବିଧାୟକ ତଥା ବିଜେଡିର ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢ଼ାଉ କରିଛି | ଭୁବନେଶ୍ୱରର ୪ଟି ସ୍ଥାନ ସାଙ୍ଗକୁ ଭଦ୍ରକର ୬ଟି ସ୍ଥାନରେ ଏକକାଳୀନ ଭାବେ ଇଡି ଚଢ଼ାଉ କରିଛି । ପ୍ରଫୁଲ୍ଲ ସାମଲଙ୍କ ସମେତ ବରପଦା ଇଂଜିନିୟରିଂ କଲେଜର ପୂର୍ବତନ ଅଧ୍ୟକ୍ଷଙ୍କ ଘରେ ମଧ୍ୟ ଇଡି ପକ୍ଷରୁ ଚଢ଼ାଉ କରାଯାଇଛି |

Video Thumbnail
Share
Advertisement
Read More