Ex CM Reaction: ପୁରୀ ଶରଧାବାଲିରେ ଠେଲାପେଲା ଘଟଣାରେ ୩ ଜଣ ଭକ୍ତଙ୍କ ମୃତ୍ୟୁ ଘଟିଛି । ୧୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି । ଏହି ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ତୀବ୍ର ନିନ୍ଦା କରିବା ସହ ପ୍ରଶାସନର ଅବ୍ୟବସ୍ଥାକୁ ନେଇ ସରକାରଙ୍କୁ ଘେରିଛନ୍ତି । ସେପଟେ ମୁମ୍ବାଇରୁ କଲ୍ କରି ମୃତକଙ୍କ ପରିବାର ସହ କଥା ହୋଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
More Videos
More Videos
More Videos
More Videos
More Videos