ସେଖ୍ ହାସିନା ସରକାର ର ପତନ ପରେ ଜଳୁଛି ବାଂଲାଦେଶ। ବାଂଲାଦେଶ ରେ ବ୍ୟାପକ ଅରାଜକତା ବଢ଼ିଥିବା ବେଳେ ହିଂସାକାଣ୍ଡ ଏବଂ ପୋଡାଜଳା ମଧ୍ୟ ଜାରି ରହିଛି। ଭାରତ ବିରୋଧୀ କାର୍ଯ୍ୟକଳାପ ବଢ଼ିଚାଲିଥିବାବେଳେ ହିନ୍ଦୁ ମାନଙ୍କ ଉପରେ ଆକ୍ରମଣ କରାଯାଉଛି। ତେବେ ଏହି ଅପ୍ରୀତିକର ସ୍ଥିତି ସମୟରେ ଭାରତ ବାଂଲାଦେଶ ସୀମା ଏବଂ ସମୁଦ୍ର ପଥରେ ଭାରତ ସରକାରଙ୍କ ପକ୍ଷରୁ ହାଇ ଆଲର୍ଟ ଜାରି କରାଯାଇଛି। କିଛି ଭାରତ ବିରୋଧୀ ସଂଗଠନର ବ୍ୟକ୍ତି ସମୁଦ୍ର ପଥରେ ଭାରତକୁ ଆସି ଅଘଟଣ ଘଟାଇବାର ଆଶଙ୍କା ରହିଛି।
More Videos
More Videos
More Videos
More Videos
More Videos