Videos

Snana Yatra Security: ପୁରୀ ପୋଲିସ ପକ୍ଷରୁ ଦେବସ୍ନାନ ପୂର୍ଣ୍ଣିମା -2025 ପାଇଁ ବିଶେଷ ସୁରକ୍ଷା ବ୍ୟବସ୍ଥା

Snana Yatra Security: ପୁରୀ ପୋଲିସ ପକ୍ଷରୁ ଦେବସ୍ନାନ ପୂର୍ଣ୍ଣିମା -2025 ପାଇଁ ବିଶେଷ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।ଦେବସ୍ନାନ ପୂର୍ଣ୍ଣିମା - 2025 ଉପଲକ୍ଷେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଆଗମନ ଦୃଷ୍ଟିରେ ଶ୍ରୀମନ୍ଦିର ଭିତର ଓ ବାହାର, ଟ୍ରାଫିକ୍, ଭିଡ଼ ନିୟନ୍ତ୍ରଣ, ପର୍ଯ୍ୟଟକ ସହଯୋଗ ଓ ଅନ୍ୟାନ୍ୟ ବ୍ୟବସ୍ଥା ପାଇଁ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ଫୋର୍ସ୍ ଓ ଅଫିସର ନିଯୁକ୍ତ କରାଯାଇଛି ।

Video Thumbnail
Share
Advertisement

More Videos

More Videos

More Videos

More Videos

More Videos

Read More