Videos

Train Accident: କାଞ୍ଚନଜଙ୍ଗା ଏକ୍ସପ୍ରେସ କୁ ପଛରୁ ଧକ୍କା ଦେଲା ମାଲବାହୀ ଟ୍ରେନ, ଏବେସୁଦ୍ଧା ୧୫ ମୃତ

କଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୧୫ କୁ ବୃଦ୍ଧି ପାଇଛି। ଏହାଛଡ଼ା ୬୦ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେପଟେ ରେଳମନ୍ତ୍ରୀ ଅଶ୍ବିନ ବୈଷ୍ଣବ ଦାର୍ଜିଲିଂ ଅଭିମୁଖେ ଯାତ୍ରା କରିଛନ୍ତି। ସେହିପରି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦୁର୍ଘଟଣାସ୍ଥଳକୁ ଯିବାର କାର୍ଯ୍ୟକ୍ରମ ରହିଛି । ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ କ୍ଷତିଗ୍ରସ୍ତଙ୍କୁ ବର୍ଦ୍ଧିତ କ୍ଷତିପୂରଣ ଦିଆଯିବ। ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ଅଢ଼େଇ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ଦୁର୍ଘଟଣାରେ ସାମାନ୍ୟ ଆହତ ହୋଇଥିବା ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା କ୍ଷତିପୂରଣ ଦିଆଯିବ ବୋଲି ସେ କହିଛନ୍ତି।

Video Thumbnail
Share
Advertisement

More Videos

More Videos

More Videos

More Videos

More Videos

Read More