Videos

Law Minister: ଶରଧାବାଲିରେ ୩ ମୃତ୍ୟୁ ଘଟଣା...ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

Law Minister Reaction: ପୁରୀର ଶ୍ରୀଗୁଣ୍ଡିଚା ମନ୍ଦିର ନିକଟ‌ରେ ଦଳାଚକଟା ପରିସ୍ଥିତି ଭଳି ଦୁର୍ଭାଗ୍ୟଜନକ ଘଟଣା ଘଟିଛି। ଏହି ଦଳାଚକଟା ଭଳି ପରିସ୍ଥିତିର ବିସ୍ତୃତ ତଦନ୍ତ କରାଯିବା ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ରବିବାର ଭୋର ପ୍ରାୟ ୪ଟା ୫୦ ସମୟରେ ଶ୍ରୀଗୁଣ୍ଡିଚା ମନ୍ଦିରରେ ଶ୍ରଦ୍ଧାଳୁମାନେ ରଥାରୁଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦେଖିବା ପାଇଁ ଭିଡ଼ ଜମାଇଥିଲେ। ଫଳରେ ଦଳାଚକଟା ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା। ଘଟଣାସ୍ଥଳରେ ଦୁଇ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ପ୍ରାଣ ହରାଇଥିଲେ।

Video Thumbnail
Share
Advertisement

More Videos

More Videos

More Videos

More Videos

More Videos

Read More