Videos

Suna Besha: ଆଉ ମାତ୍ର କେଇ ଘଣ୍ଟା ପରେ ବଡତଢାଉ ବେଶ ଅଥବା ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ

Suna Besha: ଆଜି ରଥ ଉପରେ ଅନୁଷ୍ଠିତ ହେବ ଚତୁର୍ଦ୍ଧା ବିଗ୍ରହଙ୍କ ବଡ ତଢ଼ାଉ ବେଶ ବା ସୁନାବେଶ। ରଥ ଉପରେ ଏହି ବେଶ ଦର୍ଶନ କରିବାକୁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ଭିଡ । ଶ୍ରୀପୟର, ଶ୍ରୀଭୁଜ, କିରୀଟ, ଓଡ଼ିଆଣି, କୁଣ୍ଡଳ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି ଏବଂ ଅନେକ ପ୍ରକାର ମାଳି ସହ ମହଣ ମହଣ ସୁନାରେ ଝଟକିବେ ଦାରୁ ଦିଅଁ । ସକାଳୁ ରଥାରୂଢ ମହାପ୍ରଭୁଙ୍କ ମଙ୍ଗଳ ଆଳତି ନୀତି ସମ୍ପାଦନ ହେବାପରେ ମଇଲମ ,ତଡ଼ପଲାଗି ହୋଇ ମହାପ୍ରଭୁଙ୍କର ଚାଲିଛି ଅବକାଶ ନୀତି । ଅପରାହ୍ନ ୫ ଟାରୁ ୬ ଟା ଭିତରେ ସୁନାବେଶ ହେବେ ଶ୍ରୀଜୀଉ । ପରେ ରାତ୍ର ୧୦ଟାରୁ ୧୧ ଟା ମଧ୍ୟରେ ସୁନାବେଶ ମଇଲମ ହେବ ।

Video Thumbnail
Share
Advertisement

More Videos

More Videos

More Videos

More Videos

More Videos

Read More