Videos

Srimandir: ପତିତବାବନଙ୍କ ମଙ୍ଗଳାଳତୀ ଦର୍ଶନ ଓ ମହାପ୍ରଭୁଙ୍କ ଦ୍ୱାର ଫିଟା ଦର୍ଶନ ଆରମ୍ଭ କରନ୍ତୁ ଆପଣଙ୍କ ଦିନ, ଦେଖନ୍ତୁ ଏହି ସୁନ୍ଦର ଭିଡିଓ

Mangal Alati of Sri Jagannath: କୋଟି ଓଡିଆଙ୍କ ମଉଡ ମଣି ଜଗତର ନାଥ ଜଗନ୍ନାଥ ଶ୍ରୀ ଜଗନ୍ନାଥ। ପ୍ରତ୍ୟେକ ଦିନ ପରି ଆଜି ମଧ୍ୟ ସେବାୟତଙ୍କ ଦ୍ବାରା ଭୋର ୫ଟା ୦୯ରେ ଶ୍ରୀମନ୍ଦିର ଦ୍ୱାର ଫିଟା ନୀତି ସମ୍ପର୍ଣ୍ଣ ହୋଇଛି। ଏବଂ ପରେ, ପତିତପାବନଙ୍କ ନିକଟରେ କରାଯାଏ ମଙ୍ଗଳ ଆଳତୀ ମଧ୍ୟ ହୋଇଛି। ସକାଳୁ ସକାଳୁ ମହାପ୍ରଭୁଙ୍କ ମଙ୍ଗଳାଳତୀ ଦର୍ଶନ କରି ଭକ୍ତମାନେ ସାନିଧ୍ୟ ଲାଭ କରିଛନ୍ତି। ତେବେ ମହାପ୍ରଭୁଙ୍କ ମଙ୍ଗଳାଳତୀ ଦର୍ଶନ କରି ଦିନଚର୍ଯ୍ଯା ଆରମ୍ଭ କଲେ ପୁଣ୍ୟଫଳ ପ୍ରାପ୍ତ ହୋଇଥାଏ ବୋଲି ବିଶ୍ୱାସ ରହିଛି।

Video Thumbnail
Share
Advertisement
Read More