Videos

Mohan Ch Majhi: ଓଡ଼ିଶା ପାଇଲା ନୂଆ ମୁଖ୍ୟମନ୍ତ୍ରୀ, ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ଭାବେ ନେବେ ଶପଥ

ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଶେଷରେ ପୂରା ରାଜ୍ୟବାସୀଙ୍କୁ ସରପ୍ରାଇଜ୍ ଦେଇଛି ବିଜେପି। ଆସନ୍ତାକାଲି ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଚରଣ ମାଝୀ। ଏହାସହ ଦୁଇ ଉପମୁଖ୍ୟମନ୍ତ୍ରୀ ବି ପାଇଲା ଓଡ଼ିଶା । ଦୀର୍ଘ ୨୪ ବର୍ଷ ପରେ ମୁଖ୍ୟମନ୍ତ୍ରୀ ଚେହେରା ବଦଳିଛି। ମୋହନ ମାଝୀ ଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଆଜି ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହୋଇଛି । ଏଥିସହ ପାଟଣାଗଡ ବିଧାୟକ କେଭି ସିଂହ ଦେଓ ଏବଂ ନିମାପଡା ବିଧାୟିକା ପ୍ରଭାତୀ ପରିଡା ଉପ-ମୁଖ୍ୟମନ୍ତ୍ରୀ ଚୟନ ହୋଇଛନ୍ତି । ତେବେ ମୁଖ୍ୟମନ୍ତ୍ରୀ ରେସରେ ଅନେକ ନେତା ଥିଲେ ବି, ସମସ୍ତଙ୍କୁ ପଛରେ ପକାଇ ମୋହନ ମାଝୀ ବାଜି ମାରିଛନ୍ତି । ତେବେ କିଏ ଏହି ମୋହନ ମାଝୀ ଆସନ୍ତୁ ଜାଣିବା...

Video Thumbnail
Share
Advertisement

More Videos

More Videos

More Videos

More Videos

More Videos

Read More