Naveen Patnaik: ନବମ ଥର ପାଇଁ ବିଜେଡିର ସଭାପତି ହେଲେ ନବୀନ ପଟ୍ଟନାୟକ । ସଭାପତି ପାଇଁ ଏକମାତ୍ର ପ୍ରାର୍ଥୀ ଭାବେ ନବୀନ ନାମାଙ୍କନ ଭରିବା ପରେ ସର୍ବସମ୍ମତି କ୍ରମେ ନିର୍ଦ୍ବଦ୍ବରେ ହୋଇଛନ୍ତି ନିର୍ବାଚିତ। ନବୀନ ସଭାପତି ହେବା ପରେ ଦଳୀୟ ନେତା ଓ କର୍ମୀ ଶୁଭେଚ୍ଛା ଏବଂ ଶୁଭକାମନା ଜଣାଇଛନ୍ତି । ନବମ ଥର ସଭାପତି ହେବା ପରେ ଦଳୀୟ ନେତା ଓ କର୍ମୀଙ୍କୁ ବାର୍ତ୍ତା ଦେଇ ସୁପ୍ରିମୋ କହିଛନ୍ତି ବିଜୁ ଜନତା ଦଳର ସଭାପତି ଭାବରେ ଦଳର ସେବା କରିବା ପାଇଁ ମୋତେ ପୁଣି ଥରେ ସୁଯୋଗ ଦେଇଥିବାରୁ ମୁଁ ଆପଣମାନଙ୍କୁ ଧନ୍ୟବାଦ ଜଣାଉଛି । ବିଜେଡି ଶାସନ ଥିଲା ଓଡ଼ିଶା ଇତିହାସର ସୁବର୍ଣ୍ଣ ଯୁଗ । ବିଜେଡି ଶକ୍ତିକୁ କେହି ଅଣଦେଖା କରିପାରିବେନି । ଆମର ନୀତି ଓ ଆଦର୍ଶ ହେଉଛି ଆମର ଶକ୍ତି ।
More Videos
More Videos
More Videos
More Videos
More Videos