Videos

Odisha BJD: ସୁଭଦ୍ରା ଯୋଜନାରେ ବଡ଼ ଘୋଟାଲା ! ୫ ହଜାର ନୁହେଁ ୫୦ ହଜାର ପ୍ରତିଶ୍ରୁତି କୁଆଡେ ଗଲା

ଆଜି ଆସିଛି ସୁଭଦ୍ରା ର ତୃତୀୟ କିସ୍ତି । ରାକ୍ଷୀ ପୂର୍ଣ୍ଣିମା ଅବସରରେ କୋରାପୁଟ ଜିଲ୍ଲା ଜୟପୁରରେ ସୁଭଦ୍ରାର ତୃତୀୟ କିସ୍ତି ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ୧୫ରୁ ଊର୍ଦ୍ଧ୍ବ ସୁଭଦ୍ରା ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଟଙ୍କା ବାଣ୍ଟିଛନ୍ତି । ପରେ ସମସ୍ତ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଯାଇଛି। ତେବେ ଏହାକୁ ନେଇ ୫ ହଜାର ନୁହେଁ ୫୦ ହଜାର ପ୍ରତିଶ୍ରୁତି କୁଆଡେ ଗଲା ବୋଲି ପ୍ରଶ୍ନ କରିଛି ବିଜେଡି ।

Video Thumbnail
Share
Advertisement

More Videos

More Videos

More Videos

More Videos

More Videos

Read More